www.samajalive.in
Sunday, December 7, 2025
14.1 C
Bhubaneswar

ଭଣଜାକୁ ବିକି ଦେଲା ମାମୁଁ

ସମାଜ ଡିଜିଟାଲ ଡେସ୍କ: ଅଢେଇ ବର୍ଷର ଭଣଜାକୁ ୨୦ହଜାର ଟଙ୍କାରେ ବିକ୍ରି କରିଦେଲା ମାମୁଁ। ଏଭଳି ଅଭିଯୋଗ ଆସିଛି କଟକ ଜିଲା ସାଲେପୁର ଥାନା ଅଞ୍ଚଳରୁ। ନାତିକୁ ମାମୁଁ ବିକ୍ରି କରିଦେଇଥିବା ନେଇ ଥାନାରେ ଏତଲା ଦେଇଛନ୍ତି ଜେଜେବାପା। ତେବେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories