www.samajalive.in
Sunday, December 7, 2025
14.1 C
Bhubaneswar

ବାଇକ୍‌କୁ ଧକ୍କା ଦେଲା ବାଇକ୍‌; ୨ ସାଙ୍ଗ ମୃତ

ସୁବର୍ଣ୍ଣପୁର : ସଡକ ଦୁର୍ଘଟଣାରେ ଚାଲିଗଲା ୨ ସାଙ୍ଗଙ୍କ ଜୀବନ । ସୁବର୍ଣ୍ଣପୁର ବିନିକା ଥାନା ଅନ୍ତର୍ଗତ କଟାପାଲି ଗାଁ ନିକଟରେ ଏହି ସଡକ ଦୁର୍ଘଟଣା ଘଟିଥିବା ନେଇ ସୋମବାର ଖବର ମିଳିଛି । ମୃତକ ରାଜିନ୍ଦ୍ର ବାରିକ ଓ ସଚ୍ଚିତା ପ୍ରଧାନ । ସେମାନଙ୍କ ଘର କଟାପାଲି ଗାଁରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ରାତିରେ ଗାଁକୁ ଫେରିବା ସମୟରେ ଅନ୍ୟ ବାଇକ୍‌ ଆସି ସେମାନଙ୍କୁ ଧକ୍କା ଦେଇଥିବାରୁ ଉଭୟ ଛିଟିକି ପଡିଥିଲେ । ଘଟଣାସ୍ଥଳରେ ଜଣଙ୍କର ଓ ମେଡିକାଲରେ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଥିଲା । ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଜାରି ରଖିଛି ।

ମାତ୍ର ୧ ଟଙ୍କା.. ଜାଣନ୍ତୁ ଜିଓର ଏହି ପ୍ଲାନ୍‌ରେ ମିଳିବ କି କି ସୁବିଧା..

ଜାଣନ୍ତୁ.. କେମିତି ଲକ୍‌ ଓ ଅନ୍‌ଲକ୍‌ କରିବେ ନିଜର ଆଧାରକାର୍ଡ; ଆଉ ହେବେନି ଠକେଇର ଶିକାର..

- Advertisement -

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories