www.samajalive.in
Monday, December 8, 2025
24.1 C
Bhubaneswar

ଜୁଆଆଡ୍ଡାରେ ଚଢ଼ାଉ: ୯ ଗିରଫ, ୨ ବାଇକ ଜବତ

ଗଞ୍ଜାମ : ରମ୍ଭା ଥାନା ଅଞ୍ଚଳରେ ଜୁଆ ଖେଳ ଚାଲିଥିବାବେଳେ କୌଣସି ସୂତ୍ରରୁ ଖବର ପାଇ ପୁଲିସ ସେଠାରେ ଚଢ଼ାଉ କରିଥିଲା । ରବିବାର ବିଳମ୍ବିତ ରାତିରେ ଥାନା ଅଧିକାରୀ ସତ୍ୟବ୍ରତ ଭୂତିଆ ସଦଳେବଳେ ଚଢ଼ାଉ କରି ସେଠାରୁ ନଅ ଜଣ ଜୁଆଡ଼ିଙ୍କୁ ଗିରଫ କରିଥିଲେ। ସେମାନଙ୍କ ଠାରୁ ୨୨ ହଜାର ଟଙ୍କା, ୧୨ ଟି ମୋବାଇଲ ଏବଂ ଗୋଟିଏ ବାଇକ ଓ ସ୍କୁଟି ଜବତ ହୋଇଥିବା ରମ୍ଭା ଥାନା ପୋଲିସ ପକ୍ଷରୁ କୁହାଯାଇଛି । ଆଗକୁ କୁମାର ପୂର୍ଣ୍ଣମୀ ରହିଥିବା ଯୋଗୁ ବିଭିନ୍ନ ସ୍ଥାନରେ ଜୁଆ ଆଡା ଚାଲିବା ନେଇ ସମ୍ଭାବନା ରହିଥିବା ଜଣାପଡୁଛି ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories