www.samajalive.in
Sunday, December 14, 2025
26.1 C
Bhubaneswar

ଘୋଷଣା ହେଲା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନ ତାରିଖ; ନଭେମ୍ବର ୨୩ରେ ଦୁଇ ରାଜ୍ୟର ଫଳାଫଳ

ନୂଆଦିଲ୍ଲୀ: ଦେଶର ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ମଙ୍ଗଳବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ ରାଜୀବ କୁମାର।

ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ନଭେମ୍ବର ୨୦ରେ ଏଠାରେ ଭୋଟ୍‌ ଗ୍ରହଣ ହେବାକୁ ଥିବାବେଳେ ନଭେମ୍ବର ୨୩ରେ ହେବ ଭୋଟ୍‌ ଗଣତି। ଅପରପକ୍ଷେ, ଝାଡ଼ଖଣ୍ଡରେ ୮୧ ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ନଭେମ୍ବର ୧୩ ଓ ନଭେମ୍ବର ୨୦ରେ ଝାଡ଼ଖଣ୍ଡରେ ଭୋଟିଂ ହେବ ଏବଂ ଏଠାରେ ମଧ୍ୟ ନଭେମ୍ବର ୨୩ରେ ଫଳାଫଳ ପ୍ରକାଶ ପାଇବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories