www.samajalive.in
Monday, December 8, 2025
24.1 C
Bhubaneswar

କଣ୍ଟେନରକୁ ପିଟିଲା ବାଇକ, ୨ ମୃତ

ଯାଜପୁର : କଣ୍ଟେନର୍ ପଛକୁ ଏକ ବାଇକ ପିଟିବାରୁ ଘଟଣାସ୍ଥଳରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଜାତୀୟ ରାଜପଥ ୧୬ ରଥିଆ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ବାଇକ ଦ୍ରୁତ ଗତିରେ ଆସି ଏକ କଣ୍ଟେନରକୁ ପଛପଟୁ ଧକ୍କା ଦେଇଥିଲା । ଏଥିରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଆଗାମୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories