www.samajalive.in
Monday, December 15, 2025
24.1 C
Bhubaneswar

ଓ୍ବାୟନାଡରୁ ଲଢିବେ ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ : କେରଳର ୱାୟନାଡ ଲୋକସଭାର ଉପ ନିର୍ବାଚନର ତାରିଖ ଘୋଷଣା ହୋଇଛି। ଓ୍ବାୟନାଡ ସଂସଦୀୟ କ୍ଷେତ୍ରରୁ ପ୍ରିୟଙ୍କା ଗାନ୍ଧୀ ମଇଦାନକୁ ଓହ୍ଲାଇବେ । ଏଆଇସିସି ପ୍ରିୟଙ୍କାଙ୍କୁ ଏଠାରେ ପ୍ରାର୍ଥୀ ଘୋଷଣା କରିଛି । ସୂଚନା ଯୋଗ୍ୟ ୨୦୨୪ ଲୋକସଭା ନିର୍ବାଚନବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏଠାରେ ରେକର୍ଡ ବିଜୟ ହାସଲ କରିଥିଲେ। ଏଥିସହ ସେ ରାଏବରେଲୀରୁ ମଧ୍ୟ ଜିତିଥିଲେ। ଫଳାଫଳ ବାହାରିବା ପରେ ତାଙ୍କୁ ୱାୟନାଡ ଆସନ ଛାଡ଼ିବାକୁ ପଡ଼ିଥିଲା। ଏଠାରେ ଆସନ ଖାଲି ପଡ଼ିଥିବାରୁ ଆଜି ନିର୍ବାଚନ କମିଶନ ଉପ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories