www.samajalive.in
Sunday, December 7, 2025
14.1 C
Bhubaneswar

ସିମ୍ ନଦୀରେ ବୁଡି ନାବାଳକ ନିଖୋଜ

ମୟୁରଭଞ୍ଜ: ମୟୁରଭଞ୍ଜ ଠାକୁରମୁଣ୍ଡାରେ ଅଘଟଣ। ନଦୀରେ ବୁଡି ନାବାଳକ ନିଖୋଜ। ଆଜି ସକାଳୁ ସାଙ୍ଗ ମାନଙ୍କ  ସହ ସିମ୍ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ନିଖୋଜ ନାବାଳକଙ୍କର ପତ୍ତା ମିଳିପାରିନାହିଁ। ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍ ଟିମ୍ ପକ୍ଷରୁ ଖୋଜାଖୋଜି ଜାରି ରହିଛି।

Hot this week

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

Related Articles

Popular Categories