www.samajalive.in
Monday, December 15, 2025
16.1 C
Bhubaneswar

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ଓମାର ଅବଦୁଲ୍ଲା

ସମାଜ ଡିଜିଟାଲ ଡେସ୍କ: ଆଜି ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ଓମାର ଅବଦୁଲ୍ଲା। ଶେର୍‌‌ ଇ କାଶ୍ମୀର ଇଣ୍ଟରନାସନାଲ୍‌‌ କନଭେନ ସେଣ୍ଟରରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ସମେତ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଧାରା ୩୭୦ ହଟିବା ପରେ ପ୍ରଥମ ଥର ପାଇଁ ଜମ୍ମୁ-କାଶ୍ମୀରରେ ନିର୍ବାଚିତ ସରକାର ଗଠନ ହେବାକୁ ଯାଉଛି। ୨୦୧୮ ମସିହାରେ ବିଜେପି ପିଡିପିଠାରୁ ସମର୍ଥନ ପ୍ରତ୍ୟାହାର ପରେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା। ନିକଟରେ କେନ୍ଦ୍ର ସରକାର ରାଷ୍ଟ୍ରପତି ଶାସନ ପ୍ରତ୍ୟାହାର କରିଥିଲେ।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories