www.samajalive.in
Sunday, December 7, 2025
23.1 C
Bhubaneswar

ଟ୍ରେନ୍‌ ଲାଇନ୍‌ ପାର୍‌ ହେଉଥିଲେ, ବୃଦ୍ଧାଙ୍କୁ ବଞ୍ଚାଇବାକୁ ଯାଇ ଯୁବକ ସହ ବୃଦ୍ଧା ମୃତ

ବାଲେଶ୍ୱର : ବୃଦ୍ଧାଙ୍କୁ ବଞ୍ଚାଇବାକୁ ଯାଇ ନିଜେ ଜୀବନ ହାରିଲେ ଯୁବକ। ଅଙ୍ଗରଗଡିଆ ରେଲୱେ କ୍ରସିଂରେ ୨ ଜଣଙ୍କୁ ପିଟିଦେଲା ଟ୍ରେନ୍‌ । ଟ୍ରେନ୍‌ ଧକ୍କାରୁ ବଞ୍ଚାଇବାକୁ ଯାଇ ବୃଦ୍ଧାଙ୍କ ସହ ଯୁବକଙ୍କ ମୃତ୍ୟୁ ଘଟିଥିବା ଖବର ସାମ୍ନାକୁ ଆସିଛି। ବୃଦ୍ଧା ଜଣଙ୍କ ରେଳ ଲାଇନ ପାର୍‌ ବେଳେ ଟ୍ରେନ୍‌ ପଳାଇ ଆସିଥିଲା । ଟ୍ରେନ୍‌ ଆସୁଥିବା ଦେଖି ବୃଦ୍ଧାଙ୍କୁ ବଞ୍ଚାଇବାକୁ ଯାଇଥିଲେ ଯୁବକ। ଉଭୟଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଦେଖନ୍ତୁ ଭିଡିଓ; ବିଚ୍‌ ରାସ୍ତାରେ ଜିପ୍‌ରୁ ଡେଇଁଲା ସିଂହ, ତା’ପରେ..

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories