www.samajalive.in
Friday, December 5, 2025
17.1 C
Bhubaneswar

କାମୁଡି ଥିବା ସାପକୁ ଧରି ହସ୍ପିଟାଲରେ ପହଞ୍ଚିଲେ ବ୍ୟକ୍ତି

ସମାଜ ଡିଜିଟାଲ ଡେସ୍କ: ବିହାର ଭାଗଲପୁରରେ ଜଣେ ବ୍ୟକ୍ତିଙ୍କୁ ସାପ କାମୁଡି ଦେଇଥିଲା। ଏହାପରେ ବ୍ୟକ୍ତି ଜଣଙ୍କ ସାପକୁ ଧରି ହସ୍ପିଟାଲରେ ପହଞ୍ଚିଥିଲେ। ମେଡିକାଲରେ ବ୍ୟକ୍ତି ଜଣଙ୍କ ସାପକୁ ବେକରେ ପକାଇ ପହଞ୍ଚିବା ବେଳେ ଅନ୍ୟ ଲୋକମାନେ ଏହାକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ସମୟର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି।

 

View this post on Instagram

 

A post shared by TV9 Bharatvarsh (@tv9bharatvarsh)

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories