www.samajalive.in
Sunday, December 7, 2025
14.1 C
Bhubaneswar

ଘର ଭାଙ୍ଗିଲା ଦନ୍ତା

ପାଟଣା : ମଙ୍ଗଳବାର ରାତିରେ ପାଟଣା ବନାଞ୍ଚଳ କେନ୍ଦୁଆପଡା ଗ୍ରାମରେ ହାତୀପଲରେ ଥିବା ଏକ ଦନ୍ତା ଗ୍ରାମର ସନ୍ତୋଷ କୁମାର ନାଏକଙ୍କ ଖପର ଘର ଭାଙ୍ଗି ଦେବା ସହ ଧାନ ଚାଉଳ ଖାଇ ଯାଇଛି। ଖବର ପାଇବା ପରେ ବନବିଭାଗ ଘଟଣା ସ୍ଥଳରେ ପହଞ୍ଚି କ୍ଷୟକ୍ଷତିର ଆକଳନ କରିବା ସହ ନାଏକଙ୍କୁ ଉପଯୁକ୍ତ କ୍ଷତିପୂରଣ ମିଳିବ ବୋଲି ଆଶ୍ୱାସନା ଦେଇଥିବା ସୁଚନା ମିଳିଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories