www.samajalive.in
Wednesday, December 10, 2025
15.1 C
Bhubaneswar

ବିହାରରେ ବିଷାକ୍ତ ମଦ ପିଇ ୧୨ ମୃତ

ପାଟନା : ବିହାରର ସିୱନ ଓ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ୧୨ ଜଣ ପ୍ରାଣ ହରାଇଥିବା ଜଣାପଡିଛି। ଗୁରୁତର ଅସୁସ୍ଥ ଅନ୍ୟ ୧୪ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ କାର୍ଯ୍ୟାନୁଷ୍ଠାନ ଭୟରେ ଆଉ କେତେକ ମଦ୍ୟପ ଲୁଚି ରହିଥିବା ଆଶଙ୍କା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ପୁଲିସ ଓ ଅବକାରୀ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ନେଇ ଘଟଣାର ତଦନ୍ତ ନିମନ୍ତେ ଏକ ଦଳ ଗଠନ କରାଯାଇଛି। ବିହାରରେ ମଦ ବିକ୍ରି ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବାବେଳେ ନିୟମିତ ବ୍ୟବଧାନରେ ଏଠାରେ ମଦମୃତ୍ୟୁ ଘଟଣା ଦେଖିବାକୁ ମିଳୁଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories