www.samajalive.in
Tuesday, December 9, 2025
26.1 C
Bhubaneswar

ଆମେରିକାରେ କାର୍‌ ଦୁର୍ଘଟଣା, ୫ ଭାରତୀୟ ମୃତ

ୱାଶିଂଟନ: ଆମେରିକାର ଟେକ୍ସାସ୍‌ ପ୍ରଦେଶରେ ଗତ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣ ଭାରତୀୟ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଆନ୍ଧ୍ର ପ୍ରଦେଶର ତିନିଜଣ ବାସିନ୍ଦା ସାମିଲ ଅଛନ୍ତି। ସାଉଥ୍‌ ମନ୍‌ହାମ୍‌ ସହର ନିକଟରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ପାଞ୍ଚଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଦୁର୍ଘଟଣାର ବିଧିବଦ୍ଧ ତଦନ୍ତ କରିବାକୁ ଆମେରିକାରେ ବାସ କରୁଥିବା ତେଲୁଗୁ ସଂପ୍ରଦାୟ ଦାବି ଜଣାଇଛନ୍ତି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories