www.samajalive.in
Monday, December 8, 2025
13.1 C
Bhubaneswar

ସମୀକ୍ଷା କାର୍ଯ୍ୟରେ ଯୋଗ ଦେଲେନି ପ୍ରକଳ୍ପ ନିର୍ଦ୍ଦେଶକ

ଜି ଉଦୟଗିରି: ଜି ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଗତ ଏକ ବର୍ଷ ଧରି ସମନିତ୍ଵ ଆଦିବାସୀ ଉନ୍ନୟନ ସଂସ୍ଥା ବାଲିଗୁଡା ତରଫରୁ ପ୍ରଦାନ କରାଯାଇଥିବା ବିଧାୟକ ପାଣ୍ଠି ଅନୁଦାନର ସମୀକ୍ଷା ପାଇଁ ଆଜି ସ୍ଥାନୀୟ ପୂର୍ତ୍ତ ବିଭାଗ ବଙ୍ଗଳା ଠାରେ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ କୌଣସି କାରଣରୁ ପ୍ରକଳ୍ପ ନିର୍ଦ୍ଦେଶକ ବାଲିଗୁଡା ଉପସ୍ଥିତ ନଥିଲେ। ତେବେ ଏ ସମ୍ପର୍କରେ ଆମ ପ୍ରତିନିଧି ବିଧାୟକଙ୍କ ପ୍ରତିକ୍ରିୟା ଜାଣିବାକୁ ଯୋଗାଯୋଗ କରିବାରେ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ଯେ ନିଜେ ପ୍ରକଳ୍ପ ନିର୍ଦ୍ଦେଶକ ଦିନ ଧାର୍ଯ୍ୟ କରି ଅନୁପସ୍ଥିତ ରହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।। ଏଣୁ ଏ ନେଇ ସେ ପ୍ରକଳ୍ପ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ତେବେ ପୁର୍ବରୁ ବିଧାୟକ ମାନେ ଏପାରି ସମୀକ୍ଷା ବୈଠକ କରାଯିବା ନେଇ ନଜିର୍ ନଥିବା ବେଳେ ବର୍ତ୍ତମାନର ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନଙ୍କ ଏପାରି ସମୀକ୍ଷା କାର୍ଯ୍ୟକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories