www.samajalive.in
Wednesday, December 10, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ଅକ୍ଟୋବର ୧୮ ଓ ୧୯ରେ ବର୍ଷା ନେଇ ୧୪ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି.. ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଜିଲାକୁ ୱେଲୋ ୱାର୍ଣ୍ଣିଂ..

ଭୁବନେଶ୍ୱରରେ ଫେକ୍‌ କଲ୍‌ ସେଣ୍ଟର ଠାବ ଘଟଣା, ୬ ସାଇବର ଠକଙ୍କୁ ୩ ଦିନିଆ ରିମାଣ୍ଡରେ ନେବ ପୁଲିସ.. ସାରା ଦେଶରେ ଠକେଇର ତଦନ୍ତ ପାଇଁ ସ୍ପେଶାଲ ଟିମ୍‌ ଗଠନ..

- Advertisement -

ପୁରୀରେ ଅଣପଞ୍ଜୀକୃତ ହବିଷ୍ୟାଳିଙ୍କୁ ନେଇ ସମସ୍ୟା ଉପୁଜିବା ଘଟଣା.. ପହଞ୍ଚି ସମାଧାନ ପ୍ରତିଶ୍ରୁତି ଦେଲେ ପୂର୍ବତନ ବିଧାୟକ ଜୟନ୍ତ ଷଡଙ୍ଗୀ..

କାର୍ତ୍ତିକ ମାସ ଆରମ୍ଭରୁ ବେଲଗାମ ପରିବା ଦର.. ଖାଉଟିଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ..

ଦୀର୍ଘ ୫୦ ବର୍ଷ ପରେ ଗ୍ରହଙ୍କ ଅଦ୍ଭୁତ ସଂଯୋଗ; ଏହି ୩ ରାଶି ହେବେ ଭାଗ୍ୟଶାଳୀ..

କଟକରେ ଭୁଶୁଡିଲା ଖାନ୍‌ନଗର ଦଶହରାରେ ନିର୍ମିତ ତୋରଣ..

ଆସନ୍ତା ୨୨ ଓ ୨୩ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବ ବ୍ରିକ୍ସ ସମ୍ମିଳନୀ.. ରୁଷ୍‌ର କଜନଠାରେ ଏକାଠି ହେବେ ବ୍ରିକ୍ସ ଦେଶଗୁଡ଼ିକର ନେତା.. ସମ୍ମିଳନୀରେ ଯୋଗଦେବା ଲାଗି ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ ରକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories