www.samajalive.in
Saturday, December 6, 2025
19.1 C
Bhubaneswar

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦର ଜୈନଙ୍କୁ ଜାମିନ

ସମାଜ ଡିଜିଟାଲ ଡେସ୍କ: ଆମ ଆଦମୀ ପାର୍ଟି(ଆପ୍‌) ନେତା ତଥା ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦର ଜୈନଙ୍କୁ ଜାମିନ ମିଳିଛି। ଆର୍ଥିକ ହେରଫେର ମାମଲାରେ ଗିରଫ ହୋଇଥିବା ଜୈନଙ୍କୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଶୁକ୍ରବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏହା ସହିତ କୋର୍ଟ ତାଙ୍କ ବିଦେଶ ଗସ୍ତ ଉପରେ ରୋକ୍‌ ଲଗାଇଛନ୍ତି।

୨୦୨୨ ମେ ମାସରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ସତ୍ୟେନ୍ଦରଙ୍କୁ ଗିରଫ କରିଥିଲା। ସତ୍ୟେନ୍ଦର ମିଥ୍ୟା କମ୍ପାନୀ ଖୋଲି କୋଟି କୋଟି ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। କିନ୍ତୁ ସତ୍ୟେନ୍ଦର ଏହାକୁ ଖଣ୍ଡନ କରିଥିଲେ। ରାଜନୈତିକ ଷଡ଼ଯନ୍ତ୍ର କରି ତାଙ୍କୁ ଫସାଇ ଦିଆଯାଇଥିବା ସେ କହିଥିଲେ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories