www.samajalive.in
Monday, December 8, 2025
17.1 C
Bhubaneswar

ରେଲୱେ ଜେଇଙ୍କ ହାତଗୋଡ ବାନ୍ଧି ସଶସ୍ତ୍ର ଡକାୟତି

ସମାଜ ଡିଜିଟାଲ ଡେସ୍କ: ରାଉରକେଲା ବନ୍ଧମୁଣ୍ଡା ଡିଜେଲ କଲୋନୀରେ ରେଲୱେ ଜେଇ ଦିଲ୍ଲୀପ ପଣ୍ଡାଙ୍କ ଘରୁ ସଶସ୍ତ୍ର ଡକାୟତି ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକଙ୍କ ସହ ଜେଇଙ୍କ ହାତଗୋଡ ବାନ୍ଧି ଲୁଟିନେଇଛନ୍ତି ଦୁର୍ବୃତ୍ତ। ୩୫ଭରିରୁ ଅଧିକ ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍‌‌ ହୋଇଥିବା ସୂଚନା ମିଳିଛି। ଅଭିଯୋଗ ପରେ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌‌ ଟିମ୍‌‌ ସହ ବନ୍ଧମୁଣ୍ଡା ଥାନା ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି। ଶନିବାର ଭୋର ସମୟରେ ଘଟଣା ଘଟିଥିବା ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories