www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ରବିବାର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ: ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା, ଘଡଘଡି ସହ ବର୍ଷା ନେଇ ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ, ୨୨ରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୩ରୁ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ପାଣିପାଗ ବିଭାଗ କହିଲା ବାତ୍ୟାର ରୂପ କି ନାହିଁ ଆସନ୍ତା ସପ୍ତାହରେ ହେବ ସ୍ପଷ୍ଟ..

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ: ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ନିଲମ୍ବିତ, ଶ୍ରୀମନ୍ଦିର ପରିସର କିମ୍ବା ରୋଷଘର ପ୍ରବେଶ ନିଷିଦ୍ଧ, କାଲି ସୁପର ଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ହୋଇଥିଲା ଆକ୍ରମଣ..

- Advertisement -

ରାଉରକେଲା: ରେଳ କର୍ମଚାରୀଙ୍କ ଘରୁ ସଶସ୍ତ୍ର ଡକାୟତି
୩୫ଭରିରୁ ଅଧିକ ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍‌‌..

୧୫ ନଭେମ୍ବରରେ ଶନିଙ୍କ ସିଧା ଚଳନ ଏହି ରାଶିଙ୍କୁ କରିବ ଭାଗ୍ୟଶାଳୀ: ମିଳିବ ଧନ, ଦୂର ହେବ ଶନି ଦଶା, ସବୁ ସମସ୍ୟା..

ଖଲ୍ଲିକୋଟ: ରାଜନୈତିକ ଶତ୍ରୁତାରୁ ବୋମାମାଡ ଅଭିଯୋଗ, କେଶପୁର ଛକ ନିକଟ ଏକ ଟାଇଲ୍ସ ଦୋକାନରେ ବୋମାମାଡ, ୩ଟି ବୋମାମାଡ କରି ଦୁର୍ବୁତ୍ତ ଫେରାର୍ , ଖଲ୍ଲିକୋଟ ଥାନାରେ ଏତଲା..

ବିହାର: ବିହାର ବାଙ୍କା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା: ବୋଲେରୋ ଧକ୍କାରେ ୬ ଶ୍ରଦ୍ଧାଳୁ ମୃତ, ଦୁର୍ଗା ମନ୍ଦିରକୁ ପାଣି ନେଇ ଯାଉଥିବାବେଳେ ଚଢିଗଲା ବୋଲେରୋ, ୧୨ରୁ ଅଧିକ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି, ପୁଲିସ୍ ଗାଡିରେ ନିଆଁ ଲଗାଇଲେ ଉତ୍ତ୍ୟକ୍ତ ଲୋକ..

୨୧ କ୍ୱିଣ୍ଟାଲ୍‌ ନକଲି ଆଳୁ ଜବତ ; ଖାଇଲେ ହୁଏ କର୍କଟ, ଏମିତି ଜାଣନ୍ତୁ ଆଳୁ ଅସଲି କି ନକଲି..

ଆଇଏଏସ ଅଧିକାରୀଙ୍କ ୯୫ କୋଟିର ରିସର୍ଟ ଓ ୧୦ କୋଟିର ଫ୍ଲାଟ, ବିହାରର ବରିଷ୍ଠ ଆଇଏଏସ ଅଧିକାରୀ ସଞ୍ଜୀବ ହଂସଙ୍କୁ ଗିରଫ କଲା ପ୍ରବର୍ତ୍ତନ ନିର୍ଦେଶାଳୟ..

ଟେଷ୍ଟ କ୍ରିକେଟରେ ସର୍ଫରାଜ ଖାନଙ୍କ ପ୍ରଥମ ଶତକ, ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ୧୧୪ ରନରେ ଅପରାଜିତ ରହି ଖେଳୁଛନ୍ତି ସର୍ଫରାଜ

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories