www.samajalive.in
Saturday, December 6, 2025
17.1 C
Bhubaneswar

ତଲାସୀ ଅଭିଯାନରୁ ଫେରିବାବେଳେ ଆଇଇଡି ବିସ୍ଫୋରଣ; ୨ ଯବାନ ଆହତ

ସମାଜ ଡିଜିଟାଲ ଡେସ୍କ: ଛତିଶଗଡ଼ର ନାରାୟଣପୁର ଜିଲାର ଅବୁଝମାଡ଼ସ୍ଥିତ ମୋହନ୍ଦୀରେ ନକ୍ସଲମାନେ ଆଇଇଡି ବିସ୍ଫୋରଣ କରିଛନ୍ତି। ଏହି ବିସ୍ଫୋରଣରେ ଆଇଟିବିପିର ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ଆହତମାନ ଯବାନଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ରାୟପୁରକୁ ଏୟାରଲିଫ୍ଟ କରାଯାଇଛି। ନାରାୟଣପୁର ଏସ୍‌ପି ପ୍ରଭାତ ଦୁଇ ଯବାନଙ୍କ ଆହତ ହେବା ନେଇ ସୂଚନା ଦେଇଛନ୍ତି।

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ

- Advertisement -

ସୁରକ୍ଷା ବାହିନୀର ଏକ ଟିମ୍ ନକ୍ସଲ ତଲାସୀ ଅଭିଯାନରୁ ଫେରୁଥିବା ବେଳେ ଏହି ଘଟଣା ଘଟିଥିବା କୁହାଯାଉଛି। ଏସପି ପ୍ରଭାତ କୁମାର କହିଛନ୍ତି ଯେ, ଏହି ଅଭିଯାନରେ ଯାଇଥିବା ଯବାନମାନେ ଏପର୍ଯ୍ୟନ୍ତ ଫେରି ନାହାନ୍ତି। ସେମାନେ ଆସିବା ପରେ ସମଗ୍ର ଘଟଣା ବିଷୟରେ ବିସ୍ତୃତ ସୂଚନା ପୃଥକ ଭାବରେ ଦିଆଯିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories