www.samajalive.in
Sunday, December 7, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ.. ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା..

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ.. ୨ ଦିନରେ ଗାଇଡ୍ ଲାଇନ୍ ଆଣିବେ ସରକାର.. ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ..

- Advertisement -

ବରିଷ୍ଠ ରାଜନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ.. ଭୁବନେଶ୍ଵରର ଏକ ଡାକ୍ତରଖାନାରେ ଆଜି ତାଙ୍କର ମୃତ୍ୟୁ ହୋଇଥିବା ସୂଚନା.. ଅସୁସ୍ଥତା ଯୋଗୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ..

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଦର ମହକୁମା ହାଟପଦା ସାହିରେ ଅଭାବନୀୟ ଘଟଣା.. ଶୋଇଥିବାବେଳେ ସାପ କାମୁଡ଼ାରେ ବାପା, ଝିଅ ମୃତ..

ଦେଖନ୍ତୁ ଭିଡିଓ; ରେଳଧାରଣାକୁ ହଠାତ୍‌ ଆସିଗଲେ ୬୦ ହାତୀ, ଏମିତି ଜୀବନ ରକ୍ଷା କଲେ ଲୋକୋ ପାଇଲଟ୍‌..

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ.. ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ନିଲମ୍ବିତ, ଶ୍ରୀମନ୍ଦିର ପରିସର କିମ୍ବା ରୋଷଘର ପ୍ରବେଶ ନିଷିଦ୍ଧ.. କାଲି ସୁପର ଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ହୋଇଥିଲା ଆକ୍ରମଣ..

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories