www.samajalive.in
Thursday, December 11, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପ୍ରକାଶ ପାଇଲା ଓଏଏସ୍‌ ରେଜଲ୍ଟ.. ଶ୍ଵେତାଶ୍ରୀ ମହାପାତ୍ର ଓଏଏସ୍‌ ଟପ୍ପର..

କେରଳର ୱାୟନାଡ଼ ଲୋକସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଅକ୍ଟୋବର ୨୩ରେ ନାମାଙ୍କନପତ୍ର ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ ପ୍ରିୟଙ୍କା ଗାନ୍ଧୀ..

- Advertisement -

ଏକାଥରକେ ୧୦ ବିମାନରେ ବୋମା ଧମକ.. ଡିଜିସିଏରେ ଆତଙ୍କ..

ନୂଆ ଦଳ ଗଠନ କରିବେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆରସିପି ସିଂହ..

ବିଜୟା ରାହତକର ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ନିଯୁକ୍ତ..

୨୨ ତାରିଖ ପରଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ..

କଟକ ରୁଦ୍ର ହସ୍ପିଟାଲ ନାଁରେ ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା.. ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ..

ଲେବାନନରୁ ଇସ୍ରାଲଏର ଅଟ୍ଟାଳିକ ଉପରେ ଡ୍ରୋନ୍‌ ଆକ୍ରମଣ କଲା ହେଜବୋଲ୍ଲା.. ନେତନ୍ୟାହୁଙ୍କ ଘର ନିକଟରେ ଆକ୍ରମଣ.. ଏୟାର ଡିଫେନ୍ସ ଭେଦ କରିବାରେ ସଫଳ..

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ.. ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା..

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ.. ୨ ଦିନରେ ଗାଇଡ୍ ଲାଇନ୍ ଆଣିବେ ସରକାର.. ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ..

ବରିଷ୍ଠ ରାଜନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ.. ଭୁବନେଶ୍ଵରର ଏକ ଡାକ୍ତରଖାନାରେ ଆଜି ତାଙ୍କର ମୃତ୍ୟୁ ହୋଇଥିବା ସୂଚନା.. ଅସୁସ୍ଥତା ଯୋଗୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ..

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଦର ମହକୁମା ହାଟପଦା ସାହିରେ ଅଭାବନୀୟ ଘଟଣା.. ଶୋଇଥିବାବେଳେ ସାପ କାମୁଡ଼ାରେ ବାପା, ଝିଅ ମୃତ..

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ.. ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ନିଲମ୍ବିତ, ଶ୍ରୀମନ୍ଦିର ପରିସର କିମ୍ବା ରୋଷଘର ପ୍ରବେଶ ନିଷିଦ୍ଧ.. କାଲି ସୁପର ଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ହୋଇଥିଲା ଆକ୍ରମଣ..

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories