ବରଗଡ଼଼: ବରଗଡ଼ ଧନୁଯାତ୍ରା ଜାନୁଆରୀ ୩ରୁ ଆରମ୍ଭ ହୋଇ ପୌଷ ପୂର୍ଣ୍ଣମୀ ୧୩ ରେ ସମାପ୍ତ ହେବ। ଏ ନେଇ ଶନିବାର ଜିଲାପାଳ ତଥା ଧନୁଯାତ୍ରା ମହୋତ୍ସବ କମିଟିର ସଭାପତି ଆଦିତ୍ୟ ଗୋୟଲଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, ଉପଜିଲାପାଳ ପ୍ରସନ୍ନ ପାଣ୍ଡେ, ପୌରାଧ୍ୟକ୍ଷା କଳ୍ପନା ମାଝି, ଧନୁଯାତ୍ରା କମିଟିର କାର୍ଯ୍ୟକାରିଣୀ ସଦସ୍ୟ ଉପସ୍ଥିତ ଥିଲେ।
Popular Categories



