www.samajalive.in
Monday, December 8, 2025
27.1 C
Bhubaneswar

୨୩ରେ ବାତ୍ୟା ସ୍ପଷ୍ଟ, ୨୪ରେ ସ୍ଥଳଭାଗ ଛୁଇଁବ

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୩ ତାରିଖରେ ବାତ୍ୟା ହେବା ନେଇ ସ୍ପଷ୍ଟ କଲା ଭାରତୀୟ ପାଣିପାଗ ବିଭାଗ। ‘ଦାନା’ ନାମରେ ଏହାର ନାମକରଣ ହୋଇଥିବାବେଳେ ଏହାକୁ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୩ ତାରିଖରେ ସମୁଦ୍ରରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆସନ୍ତା ୨୪ ତାରିଖରେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ରହିବ ବୋଲି କୁହାଯାଇଛି। ତେବେ ବାତ୍ୟାର ଗତିପଥ ସ୍ଥିର ହୋଇନାହିଁ। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସୋମବାର ଲଘୁଚାପରେ ପରିଣତ ହେବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତିପଥ ଜଣାପଡ଼ିବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories