www.samajalive.in
Sunday, December 14, 2025
26.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ପାଇଁ ଖୋଲିଲା ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌‌

ସମାଜ ଡିଜିଟାଲ ଡେସ୍କ: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ପାଇଁ ପ୍ରସ୍ତୁତ ରହିଛନ୍ତି ରାଜ୍ୟ ସରକାର। ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏଥିପାଇଁ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌‌ ଖୋଲାଯାଇଛି। ବାତ୍ୟା କେଉଁଆଡେ ଯିବ ଗତିପଥ ଉପରେ ପୁରା ନଜର ରଖିଛି କଣ୍ଟ୍ରୋଲ ରୁମ୍‌‌। ପ୍ରଭାବିତ ହେବାକୁ ଥିବା ଜିଲା ଗୁଡିକରେ ଜିଲ୍ଲାପାଳଙ୍କ ସହ କଣ୍ଟ୍ରୋଲ ରୁମ୍‌‌ ପୁରା ନଜର ରଖିଛି। ପ୍ରଭାବିତ ହେବାକୁ ଥିବା ଜିଲା ଗୁଡିକୁ ବରିଷ୍ଠ ଆଇଏସ୍‌‌ ଅଧିକାରୀ ଗସ୍ତ କରିବେ। ଉପକୂଳ ଓଡ଼ିଶା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତିରେ ଏନଡିଆରଏଫ, ଓଡ଼୍ରାଫ୍‌‌ ଓ ଅଗ୍ନିଶମ ଟିମ୍‌‌ ମୁତୟନ ହେବାକୁ ଆଜି ସନ୍ଧ୍ୟାରୁ ଜିଲା ଅଭିମୁଖେ ବାହାରିବେ ବୋଲି ସୂଚନା ମିଳିଛି।

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories