www.samajalive.in
Sunday, December 7, 2025
26.1 C
Bhubaneswar

ମାଡି ଆସୁଛି ସମ୍ଭାବ୍ୟ ବାତ୍ୟା; ଶୀଘ୍ର ତୋରଣ ଖୋଲ, କାଲି ସୁଦ୍ଧା ଭସାଣୀ ସାରିବାକୁ ନିର୍ଦ୍ଦେଶ

ସମାଜ ଡିଜିଟାଲ ଡେସ୍କ: ସମ୍ଭାବ୍ୟ ବାତ୍ୟା ନେଇ ସବୁ ଜିଲା ପ୍ରଶାସନକୁ ସତର୍କ କରାଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। କୌଣସି ଦୁର୍ଘଟଣା ନଘଟିବ ସେଥିପାଇଁ ସବୁ ପଦକ୍ଷେପ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର। ଏଭଳି ସ୍ଥିତିରେ କେନ୍ଦ୍ରାପଡା ଓ ଢେଙ୍କାନାଳ ଜିଲାରେ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଚାଲିଥିବାରୁ ଜିଲା ପ୍ରଶାସନକୁ ତୋରଣ ଖୋଲିବାକୁ ନିର୍ଦ୍ଦେଶ ଦେବା ସହ କାଲି ସୁଦ୍ଧା ଭସାଣି ସାରିବାକୁ କୁହାଯାଇଛି। ଆଜି ସନ୍ଧ୍ୟା ସୁଦ୍ଧା ସବୁ ପୂଜା ମଣ୍ଡପରେ ତୋରଣ ଓ ଅନ୍ୟାନ୍ୟ ସାଜସଜ୍ଜା ଖୋଲିବା ସହ ବୁଧବାର ସୁଦ୍ଧା ମାଙ୍କ ଭସାଣୀ ସାରି ଦେବାକୁ ପୂଜା କମିଟିକୁ ଜିଲା ପ୍ରଶାସନ ଓ ବିଭାଗୀୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories