www.samajalive.in
Saturday, December 6, 2025
16.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ସବୁ ଡାକ୍ତରଙ୍କ ଛୁଟି ବାତିଲ୍‌

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ଦାନା’ଯୋଗୁଁ ସବୁ ଡାକ୍ତରଙ୍କ ଛୁଟି ବାତିଲ୍‌ କରାଯାଇଛି । ଏନେଇ ମଙ୍ଗଳବାର ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି । ଡାଇରିଆ ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ହସ୍ପିଟାଲରେ ୨୪ ଘଣ୍ଟିଆ ପାୱାର ବ୍ୟାକ୍‌ ଅପ୍‌ ରଖିବାକୁ କୁହାଯାଇଛି । ବାତ୍ୟା ପ୍ରଭାବିତ ଅଞ୍ଚଳରେ ଟିମ୍‌ ପଠାଯାଇ ସେବା ଦିଆଯିବ । ରାଜ୍ୟ ଓ ବ୍ଲକ ସ୍ତରରେ ରୁମ୍‌ କରି ମନିଟର କରାଯାଉଛି । କାଲିଠାରୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ।

ସମ୍ଭାବ୍ୟ ବାତ୍ୟା ପ୍ରଭାବ; ବୁଧବାର ସନ୍ଧ୍ୟାରୁ ଏହି ଜିଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା..

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories