www.samajalive.in
Friday, December 12, 2025
27.1 C
Bhubaneswar

ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର : ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୧୫ ତାରିଖରେ ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତକାଳରେ ସେ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏଥିରେ ଓଡ଼ିଆ ଅସ୍ମିତା କେନ୍ଦ୍ରର ଭତ୍ତିପ୍ରସ୍ତର ସ୍ଥାପନ ମଧ୍ୟ ସାମିଲ ରହିଛି। କେନ୍ଦ୍ର ଜନଜାତି ମନ୍ତ୍ରୀ ଜୁଏଲ ଓରାମ ଏନେଇ ସୂଚନା ଦେଇଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଗସ୍ତ କରିବେ । ସେହିଦିନ ସହିଦ ମାଧୋସିଂ ହାତଖର୍ଚ୍ଚ ବୃତ୍ତି ଯୋଜନାର ଶୁଭାରମ୍ଭ ହେବ। ଏହି ଅବସରରେ ୪୫୦ଟି ପ୍ରାଥମିକ ସ୍କୁଲ ହଷ୍ଟେଲ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories