www.samajalive.in
Wednesday, December 10, 2025
26.1 C
Bhubaneswar

ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା

ଭୁବନେଶ୍ବର:  ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ସହିତ ପାଇ ପାରିବେ।

ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ସୂଚନା ଯୋଗ୍ୟ ଯେ ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories