www.samajalive.in
Saturday, December 6, 2025
23.1 C
Bhubaneswar

ବାତ୍ୟା ‘ଦାନା’; ଆଜି ସନ୍ଧ୍ୟା ପରଠାରୁ ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ ଆଜି ସନ୍ଧ୍ୟା ପରଠାରୁ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷିବ ।ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଯାଜପୁର, ପୁରୀ ଓ ପାଶ୍ୱର୍ବର୍ତ୍ତୀ କିଛି ଜିଲାରେ ବର୍ଷା ସମ୍ଭାବନା ରହିଛି । ଅକ୍ଟୋବର ୨୪ରେ ଅତି ପ୍ରବଳ ବର୍ଷା ନେଇ ୪ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ତାରିଖ ମଧ୍ୟ ବର୍ଷାର ପ୍ରଭାବ ରହିବ ଓ ୨୬ରୁ ପରିମାଣ କମିବ ବୋଲି ସୂଚନା ମିଳିଛି ।

ବାତ୍ୟା ‘ଦାନା’ ପ୍ରଭାବ; ଗୁରୁବାର ଠାରୁ ଏହି ଜିଲାରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲାରେ ବହିବ କେତେ ପବନ..

- Advertisement -

 

ମାତ୍ର ୪ ଦିନ ପରେ ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବ ଶୁକ୍ରଙ୍କ ରାଶି ପରିବର୍ତ୍ତନ, ହଠାତ୍‌ ହେବ ଧନ ଲାଭ, ବିବାହ..

ଦେଖନ୍ତୁ ଭିଡିଓ; ଶୋଇବା ଘର ଖଟ ତଳେ ଥିଲେ ୨ଟି ବିଷାକ୍ତ ସାପ, ଆଉ ତା’ପରେ..

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories