www.samajalive.in
Tuesday, December 9, 2025
16.1 C
Bhubaneswar

ବାତ୍ୟା ପାଇଁ ନନ୍ଦନକାନନ ଦୁଇଦିନ ବନ୍ଦ

ଭୁବନେଶ୍ବର: ବାତ୍ୟା ପାଇଁ ନନ୍ଦନକାନନ ବନ୍ଦ ଘୋଷଣା କରାଯାଇଛି। ଦୁଇଦିନ ପାଇଁ ବନ୍ଦ ରହିବ ନନ୍ଦନକାନନ।  ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ବନ୍ଦ ରହିବ । ଆସନ୍ତାକାଲି (ଅକ୍ଟୋବର ୨୪-ଗୁରୁବାର) ଏବଂ ଅକ୍ଟୋବର ୨୫(ଶୁକ୍ରବାର)ରେ ନନ୍ଦନକାନନ ବନ୍ଦ ରହିବ ବୋଲି ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବାତ୍ୟା ‘ଦାନା’ର ପ୍ରଭାବ ଖୋର୍ଦ୍ଧା ଜିଲାରେ ରହିଥିବାରୁ ନନ୍ଦନକାନନ କର୍ତ୍ତୃପକ୍ଷ ପଶୁପକ୍ଷୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories