ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ହାଇକୋର୍ଟ

କଟକ : ବାତ୍ୟା ପାଇଁ ହାଇକୋର୍ଟ ୨ ଦିନ ବନ୍ଦ ରହିବ । ବାତ୍ୟା ‘ଦାନା’କୁ ନଜରରେ ରଖି ୨୪ ଓ ୨୫ ତାରିଖ ଦୁଇ ଦିନ ହାଇକୋର୍ଟ ବନ୍ଦ ରହିବ । ଏଥିପାଇଁ ନଭେମ୍ବର ୩୦ ଓ ଡିସେମ୍ବର ୭ ତାରିଖ ଶନିବାର କୋର୍ଟ ଖୋଲାରହିବ ।

Comments are closed.