www.samajalive.in
Sunday, December 14, 2025
26.1 C
Bhubaneswar

ଅନ୍ଧାର ରାତିରେ ବାତ୍ୟା ଆଶ୍ରୟସ୍ଥଳୀ ବୁଲି ତଦାରଖ କଲେ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ମାଡି ଆସୁଛି। ୨୪ ତାରିଖ ରାତିରୁ ୨୫ତାରିଖ ସକାଳେ ଏହା ପ୍ରଳୟ ରଚିବ। ତେବେ ବାତ୍ୟା ପାଇଁ ସରକାର ସଜାଗ ରହିବା ସହ ମନ୍ତ୍ରୀମାନଙ୍କୁ ଜିଲା ଦାୟିତ୍ୱ ଦିଆଯାଇଥିବାରୁ ସେମାନେ ତଦାରଖ କରୁଛନ୍ତି। ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ଥିବାରୁ ଭଦ୍ରକ ଜିଲା ଧାମନଗରରେ ବାତ୍ୟା ଆଶ୍ରୟସ୍ଥଳୀ ବୁଲି ଦେଖିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ବ୍ୟବସ୍ଥା କରାଯାଇଛି ତାହାର ତଦାରଖ କରିବା ସହ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories