ବାତ୍ୟା ‘ଦାନା’ ପ୍ରଭାବ; ବାଲେଶ୍ୱରରେ ଘରୋଇ ବସ୍‌ ଚଳାଚଳ ବନ୍ଦ

ବାଲେଶ୍ୱର : ବାତ୍ୟା ‘ଦାନା’ର ପ୍ରଭାବ ଆରମ୍ଭ ହୋଇ ସାରିଲାଣି । ବାତ୍ୟା ପାଇଁ ଗୁରୁବାର ବାଲେଶ୍ୱରରେ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିଛି । ବାଲେଶ୍ୱରରୁ ଚନ୍ଦନେଶ୍ୱର ଓ ଭୁବନେଶ୍ୱରକୁ ବସ୍‌ ଚଳାଚଳ ବନ୍ଦ ରହିଛି । ବସ୍‌ ବନ୍ଦ ନେଇ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ସୂଚନା ମିଳିଛି ।

ବାତ୍ୟା ‘ଦାନା’ ପ୍ରଭାବ; ଗୁରୁବାର ଠାରୁ ଏହି ଜିଲାରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲାରେ ବହିବ କେତେ ପବନ..

Comments are closed.