www.samajalive.in
Monday, December 8, 2025
14.1 C
Bhubaneswar

ବାତ୍ୟା ‘ଦାନା’; ରାଜଧାନୀରେ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସହ ପବନ ଆରମ୍ଭ ହୋଇ ସାରିଛି । ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ରାତିରୁ ଆକାଶ ମେଘାଚ୍ଛନ୍ନ ସହ ଝିପିଝିପି ବର୍ଷା ଆରମ୍ଭ ହୋଇଛି । ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକରେ ଏହାର ବେଶି ପ୍ରଭାବ ରହିବ । ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ବହିବା ସମ୍ଭାବନା ରହିଛି। ଏହାସହ ଅନ୍ୟ ପାଶ୍ୱବର୍ତ୍ତୀ ଜିଲା ପୁରୀ,ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳରେ ମଧ୍ୟ ପ୍ରବଳ ବର୍ଷିବ। ପାଶ୍ୱବର୍ତ୍ତୀ ଜିଲାରେ ବର୍ଷା ସହ ୬୦ରୁ ୮୦ କିମି ବେଗରେ ପବନ ବହିବ।

ରାଜଧାନୀରେ ଚାଞ୍ଚଲ୍ୟ; ଭିଣୋଇ ଛୁରା ମାଡରେ ଶଳା ମୃତ

ବାତ୍ୟା ‘ଦାନା’ ପ୍ରଭାବ; ବାଲେଶ୍ୱରରେ ଘରୋଇ ବସ୍‌ ଚଳାଚଳ ବନ୍ଦ

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories