www.samajalive.in
Saturday, December 6, 2025
16.1 C
Bhubaneswar

ମାଡି ଆସୁଛି ବାତ୍ୟା ‘ଦାନା’: ଲୋକଙ୍କୁ ଚାଲିଛି ସ୍ଥାନାନ୍ତର

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲା ଧାମରା ମଧ୍ୟରେ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ସମ୍ଭାବନା ଥିବାରୁ ଏଠାକାର ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରୁଛି ଜିଲ୍ଲା ପ୍ରଶାସନ। ଧାମରା ଅଞ୍ଚଳରେ କିଛି ଲୋକ ନିଜ ଘର ଛାଡି ଯିବାରୁ ରାଜି ନହେଉଥିବାରୁ ସ୍ଥାନୀୟ ପ୍ରଶାସନ ଓ ପୁଲିସ ପହଞ୍ଚି ସେମାନଙ୍କୁ ବୁଝାସୁଝା କରି ବାତ୍ୟା ଆଶ୍ରୟସ୍ଥଳୀକୁ ନେଉଛନ୍ତି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories