‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ଭିତରକନିକା- ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରୁଛି ବାତ୍ୟା ଦାନା । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସକାଳ ଯାଏଁ ଚାଲୁ ରହିବ । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବା ପରେ ପବନର ବେଗ ଧିରେ ଧିରେ ବଢୁଛି । ଏହି ବେଗ ଘଣ୍ଟାପ୍ରତି ୧୨୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ ବୋଲି ଆକଳନ କରାଯାଉଛି ।

Comments are closed.