www.samajalive.in
Sunday, December 7, 2025
16.1 C
Bhubaneswar

୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ୨୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି  | ବାତ୍ୟା ଦାନା ଓ ପରବର୍ତ୍ତୀ  ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟ କୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଟ ବନ୍ଦ ରହିବ | ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାକୁ ଅନଲାଇନ ରେ  ପଞ୍ଜୀକରଣ କରିଥିଲେ ସେମାନେ ମୁଖ୍ୟମନ୍ତ୍ରୀ ଙ୍କ ପରବର୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହି | ସେମାନଙ୍କ ପାଇଁ ପରବର୍ତୀ ଅଭିଯୋଗ ଶୁଣାଣି ର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି |

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories