www.samajalive.in
Saturday, December 6, 2025
26.1 C
Bhubaneswar

ଆତଙ୍କବାଦୀ ଆକ୍ରମଣରେ ଦୁଇ ଯବାନ ସହିଦ

ନୂଆଦିଲ୍ଲୀ : ଜମ୍ମୁ କାଶ୍ମୀରର ଗୁଲମାର୍ଗ ସହରରେ ଆତଙ୍କବାଦୀ ଆକ୍ରମଣ | ଏଥିରେ ଦୁଇ ଜଣ  ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ଦୁଇ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି | ଏହି ଘଟଣାରେ ଆହତ ହୋଇଥିବା ୪ ଜଣଙ୍କୁ ନିକଟସ୍ଥ ମେଡ଼ିକାଲ ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି | ଯବାନ ମାନେ ଏଲୋସି ଋ ୫ କିମି ଦୂର ବୋତପ୍ରଥୀ ରୁ ଫେରୁଥିବା ବେଳେ ଆତଙ୍କବାଦୀମାନେ ସେମାନଙ୍କ ଗାଡି କୁ ଲକ୍ଷ୍ୟ କରି ଗୁଳିଚାଳନା କରିଥିଲେ | ଏହି ଆତଙ୍କବାଦୀମାନେ ପାକିସ୍ଥାନ ର ବ୍ୟାଟ ସ୍ପେଶାଲ ୟୁନିଟ୍ ର ବୋଲି ଅନୁମାନ କରାଯାଉଛି | ଭାରତୀୟ ସେନା ପକ୍ଷରୁ ଉକ୍ତ ଅଞ୍ଚଳକୁ ଘେରାଉ କରାଯାଇ ତଲାସି ଅଭିଯାନ ଆରମ୍ଭ କରାଯାଇଛି |

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories