www.samajalive.in
Saturday, December 6, 2025
26.1 C
Bhubaneswar

ଚାନ୍ଦବାଲିରେ ସର୍ବାଧିକ ବର୍ଷା; ରାସ୍ତାରେ ପାଣି, ଯାତାୟାତ ବାଧାପ୍ରାପ୍ତ

ସମାଜ ଡିଜିଟାଲ ଡେସ୍କ: ବାତ୍ୟା ଦାନା ପ୍ରଭାବରେ ଚାନ୍ଦବାଲିରେ ସର୍ବାଧିକ ୧୬୭.୬ ମିମି ବର୍ଷା ରେକର୍ଡ ହୋଇଛି। ଭଦ୍ରକରେ ୧୬୧ ମିମି, ଯାଜପୁରରେ ୧୪୩ ମିମି, ବାଲେଶ୍ୱରରେ ୮୭.୬ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ କେନ୍ଦ୍ରାପଡାରେ ୬୯.୨ମିମି, ବାରିପଦା ୫୨ମିମି, କଟକ ୨୫.୪ ମିମି, ପାରାଦ୍ୱୀପରେ ୧୪.୮ମିମି, ଜଗତସିଂହପୁରରେ ୨୧.୨ମିମି, କେନ୍ଦୁଝରରେ ୧୭.୩, ଭୁବନେଶ୍ୱରରେ ୮.୪ମିମି ବର୍ଷା ରେକର୍ଡ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ଲଗାଣ ବର୍ଷାରେ ଧାମନଗର ଅଞ୍ଚଳରେ ରାସ୍ତାରେ ୨ ଫୁଟର ପାଣି ଜମିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜୟନଗର ରାସ୍ତାରେ ବର୍ଷା ଜଳ ଯୋଗୁଁଁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏଠାରେ ୧୫ଟି ପରିବାରର ଲୋକ ଜଳବନ୍ଦୀରେ ଥିବାବେଳେ ସେମାନଙ୍କୁ ଊର୍ଦ୍ଧ୍ବାର କରାଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories