www.samajalive.in
Sunday, December 7, 2025
14.1 C
Bhubaneswar

ଭୁବନେଶ୍ୱର ବିମାନବନ୍ଦର ନିକଟରେ ବାଘ ଆତଙ୍କ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ବାଘ ଆତଙ୍କ । ଭୁବନେଶ୍ୱର ବିମାନବନ୍ଦର ନିକଟରେ ସ୍ଥାନୀୟ ଲୋକେ ବାଘ ଦେଖିବା ପରେ ଭୟଭୀତ ଅବସ୍ଥାରେ ରହିଛନ୍ତି । ବିମାନବନ୍ଦର ଡ୍ରମ୍ପିଙ୍ଗୟାର୍ଡ ନିକଟରେ କାମ କରୁଥିବା ସମୟରେ ବାଘକୁ ଦେଖିଥିବା ଲୋକେ କହିଛନ୍ତି । ସ୍ଥାନୀୟ ଅଞ୍ଚଳରେ ବାଘର ପାଦ ଚିହ୍ନ ମଧ୍ୟ ରହିଛି । ସକାଳ ୯ଟା ୨୯ ମିନିଟ୍‌ରେ ଜଣେ ମହିଳା ବାଘକୁ ଦେଖିବା ପରେ ଭୟର ବାତାବରଣ ଖେଳି ଯାଇଛି । ଖବର ପାଇ ବନବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛି । ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ମଧ୍ୟ ଏନେଇ ସୂଚନା ଦିଆଯାଇଛି । ବାଘ କାବୁ ନହେବା ଯାଏଁ ଲୋକେ ସେହି ଅଞ୍ଚଳରେ କାମ ନକରିବାକୁ ଦାବି କରିଛନ୍ତି ।

ଦୀପାବଳିରେ ଦୁର୍ଲ୍ଲଭ ରାଜଯୋଗ; ଏହି ରାଶିଙ୍କୁ ମିଳିବ ମା’ଲକ୍ଷ୍ମୀଙ୍କ ବିଶେଷ କୃପା, ହେବେ ଭାଗ୍ୟଶାଳୀ..

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories