www.samajalive.in
Sunday, December 14, 2025
26.1 C
Bhubaneswar

ଦୁର୍ଘଟଣାରେ ଦୁଇ ମୃତ

ଅନୁଗୋଳ, ଚେକ୍‌ ଡ୍ୟାମ୍‌ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତୁ୍ୟ ଘଟିଛି । ଡେରେଜଙ୍ଗ ଡ୍ୟାମ୍‌ ନିକଟରେ ସିମେଣ୍ଟ ପାଇପ୍‌ ବୋଝେଇ କରି ଆସୁଥିବା ଏକ ଟାଟା ଏସି ଗାଡ଼ି ଓଲଟି ପଡ଼ିଥିଲା । ଘଟଣାସ୍ଥଳରେ ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଅନୁଗୁଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ କଟକ ନେବା ବାଟରେ ତାଙ୍କର ମୃତୁ୍ୟ ଘଟିଥିବା ଜଣାପଡ଼ିଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories