www.samajalive.in
Monday, December 8, 2025
27.1 C
Bhubaneswar

ଅପରାଜିତାଙ୍କୁ ନୂତନ ଦାୟିତ୍ୱ

ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ଅନୁମୋଦନ କ୍ରମେ ପାର୍ଟିର ବିଭିନ୍ନ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି କ୍ରମରେ ଦଳୀୟ କାର୍ଯ୍ୟକୁ ଅଧିକ ଲୋକାଭିମୁଖୀ କରିବା ନିମନ୍ତେ ଆଇନ ଓ ସୂଚନା ଅଧିକାର ସେବାର ମୁଖ୍ୟଭାବେ ବରିଷ୍ଠ ଓକିଲ ତଥା ବିଜେପି ନେତା ପିତାମ୍ବର ଆଚାର୍ଯ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ଅବସରପ୍ରାପ୍ତ ପ୍ରଶାସିକା ଶ୍ରୀମତି ଅପରାଜିତା ଷଡଙ୍ଗୀଙ୍କୁ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ଲାଭାର୍ଥୀ ସମ୍ପର୍କ ବିଭାଗର ମୁଖ୍ୟଭାବେ ଘୋଷଣା କରାଯାଇଛି। ଦଳର ଗଣମାଧ୍ୟମ ସମ୍ପର୍କ ଓ ସାମାଜିକ ଗଣମାଧ୍ୟମ କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖପାତ୍ର ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଦ୍ୱାୟିତ୍ୱ ଦିଆଯାଇଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories