www.samajalive.in
Tuesday, December 9, 2025
23.1 C
Bhubaneswar

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୮ ମୃତ

ଡେସ୍କ: ପାକିସ୍ତାନର ଖାଇବର ପଖ୍ତୁନଖୱା ପ୍ରଦେଶରେ ପୁଲିସ ଉପରେ ହୋଇଥିବା ଆତ୍ମଘାତୀ ଆକ୍ରମଣରେ ୬ ଜଣ ଆଇନ ପ୍ରବର୍ତ୍ତନକାରୀ କର୍ମଚାରୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆଫଗାନିସ୍ତାନ ସୀମାରେ ଥିବା ଉତ୍ତର ୱାଜିରିସ୍ତାନ ଆଦିବାସୀ ଜିଲ୍ଲାର ମୀର ଅଲ୍ଲୀ ତହସିଲରେ ଥିବା ଅସଲମ୍ ଚେକ୍ ପୋଷ୍ଟରେ ଏହି ବିସ୍ଫୋରଣ ଘଟିଛି। ବର୍ତ୍ତମାନ ସୁଦ୍ଧା କୌଣସି ସଂଗଠନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିନାହାନ୍ତି।

Hot this week

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

Related Articles

Popular Categories