www.samajalive.in
Monday, December 15, 2025
15.1 C
Bhubaneswar

ଝାଡ଼ଖଣ୍ଡ ନିର୍ବାଚନ, ଧୋନି ବ୍ରାଣ୍ଡ୍‌ ଆମ୍ବାସଡର

ରାଞ୍ଚି : ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ପାଇଁ ନଭେମ୍ବର ୧୩ ଓ ୨୦ରେ ଦୁଇଟି ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ କମିସନ (ଇସି)ଙ୍କ ତରଫରୁ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କୁ ବ୍ରାଣ୍ଡ୍‌ ଆମ୍ବାସଡର ନିଯୁକ୍ତ କରାଯାଇଛି। ଧୋନି ମଧ୍ୟ ଏଥିପାଇଁ ସମ୍ମତି ପ୍ରଦାନ କରିଥିବା ଜଣାପଡିଛି। ଅଧିକ ସଂଖ୍ୟାରେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଇସି ଏଭଳି ପଦକ୍ଷେପ ଗ୍ରହଣ କରିଥିବା କୁୁହାଯାଇଛି। ଧୋନିଙ୍କର ଲକ୍ଷାଧିକ ପ୍ରଶଂସକ ଥିବାବେଳେ ସେ ଭୋଟରଙ୍କୁ ମତଦାନ ପାଇଁ ପ୍ରବର୍ତ୍ତାଇ ପାରିବେ ବୋଲି ଇସି ଆଶାବ୍ୟକ୍ତ କରୁଛନ୍ତି। ଇସିଙ୍କ ପକ୍ଷରୁ ଜାରି କରାଯାଉଥିବା ବିଜ୍ଞାପନରେ ଧୋନିଙ୍କ ଫଟୋ ଓ ବାର୍ତ୍ତାକୁ ସ୍ଥାନିତ କରାଯିବ ବୋଲି ଝାଡ଼ଖଣ୍ଡର ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories