www.samajalive.in
Wednesday, December 10, 2025
18.1 C
Bhubaneswar

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ, ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ସବୁ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories