www.samajalive.in
Tuesday, December 9, 2025
16.1 C
Bhubaneswar

କୂଅରେ ପଡ଼ିଗଲେ ୨୦ ବାରହା

ସମାଜ ଡିଜିଟାଲ ଡେସ୍କ: ଖାଦ୍ୟ ଅନ୍ବେଷଣରେ ଆସି କୂଅରେ ପଡ଼ିଗଲେ ବାରହା ପଲ। କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଭଗାମୁଣ୍ଡା ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଖବରପାଇ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ବାରହାପଲଙ୍କୁ ଜେସିବି ସହାୟତାରେ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଛନ୍ତି।

ସୂଚନା ଅନୁସାରେ, ବାରହାମାନେ ରାତି ସମୟରେ ଖାଦ୍ୟ ଅନେଷ୍ବଣରେ ଗାଁ ମୁହାଁ ହୋଇଥିବା ଅନୁମାନ କରାଯାଉଛି। ଅନ୍ଧାର ଯୋଗୁ ସେମାନେ ଗାଁର ଏକ କୂଅରେ ଖସିପଡ଼ିଛନ୍ତି। ବାରହା ପଲରେ ୨୦ ବାରହା ଥିବା ଜଣାପଡ଼ିଛି। ଗ୍ରାମବାସୀ ସକାଳେ ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ। ତୁରନ୍ତ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ସେମାନଙ୍କୁ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories