www.samajalive.in
Saturday, December 6, 2025
26.1 C
Bhubaneswar

ମଙ୍ଗଳବାର ଜନପଥରେ ପଥୋତ୍ସବ: ସକାଳ ୭ଟା ୩୦ରୁ ୧୦ ଯାଏ କାର୍ଯ୍ୟକ୍ରମ

ଭୁବନେଶ୍ଵର: ଆସନ୍ତାକାଲି(ମଙ୍ଗଳବାର) ଜନପଥରେ ପଥୋତ୍ସବ। ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦେଶରେ କାଲି ମାଷ୍ଟର କାଣ୍ଟିନ ଛକରୁ ରାମ ମନ୍ଦିର ଛକ ଦେଇ ପ୍ରଦର୍ଶନୀ ପଡିଆ ଯାଏ ପଥୋତ୍ସବ କରାଯିବ। ସକାଳ ୭ଟା ୩୦ରୁ ୧୦ଟା ଯାଏଁ ଏହି କାର୍ଯ୍ୟକ୍ରମ ଚାଲିବା ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପଥୋତ୍ସବ କାର୍ଯ୍ୟକ୍ରମରେ ଓ୍ବାକାଥନ୍ ମଧ୍ୟ କରାଯିବ। ନୂଆ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ଏହି ପ୍ରୟାସ କରାଯାଇଛି। ୧୭ରୁ ୧୮ ବର୍ଷ ବୟସର ପିଲାମାନଙ୍କୁ ଏଥିରେ ସାମିଲ ହେବାକୁ କୁହାଯାଇଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories