www.samajalive.in
Tuesday, December 9, 2025
16.1 C
Bhubaneswar

ଦୁର୍ନୀତି ରୋକିବାକୁ ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ଶପଥ ପାଠ

ଠାକୁରମୁଣ୍ଡା: ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ଦୁର୍ନୀତି ରୋକିବାକୁ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଦୁର୍ନୀତି ରୋକିବାକୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନଙ୍କୁ ପରାମର୍ଶ ଦେଇ ଶପଥ ପାଠ କରାଇଛନ୍ତି ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସ୍ବପ୍ନେଶ୍ବର ବେହେରା। ଏହି ଅବସରରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଟଙ୍କଧର ମହାନ୍ତ, ସହକାରୀ ଯନ୍ତ୍ରୀ ସୁଭ୍ରା ସ୍ବାଇଁ, ଏପିଓ ଧ୍ୟାନଚାନ୍ଦ ମହାନ୍ତ ସମେତ ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories