www.samajalive.in
Monday, December 8, 2025
20.1 C
Bhubaneswar

ଭୁବନେଶ୍ବରରେ ୨୫ ସ୍ଥାନରେ ଖୋଲିବ ବାଣ ଦୋକାନ, ୩୦୦ କେ.ଜି.ରୁ ଅଧିକ ବାଣ ମନା

ଭୁବନେଶ୍ବର : ବାଣ ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେନି ଦୋକାନୀ । ରାଜଧାନୀ ଭୁବନେଶ୍ବରରେ ୨୫ଟି ସ୍ଥାନରେ ଅସ୍ଥାୟୀ ବାଣ ଦୋକାନ ଖୋଲିବ । ପ୍ରତି ଦୋକାନରେ ୩୦୦ କେଜି ଭିତରେ ହିଁ ବାଣ ରହିପାରିବ ବୋଲି ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି । ଅସ୍ଥାୟୀ ବାଣ ଦୋକାନ ପାଇଁ ୪୬୫ରୁ ଅଧିକ ଆବେଦନ ଆସିଛି । ସେଥିରୁ ୨୦୦ରୁ ଅଧିକ ଦୋକାନୀଙ୍କୁ ଅନୁମତି ଦିଆଯାଇଛି । ପ୍ରତି ବାଣ ଦୋକାନ ମଧ୍ୟରେ ସର୍ବନିମ୍ନ ୫୦ ଫୁଟ ଦୂରତା ରହିବ । କୌଣସି ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିବାକୁ ଅନୁମତି ଦିଆଯିବନି ବୋଲି ପିନାକ ମିଶ୍ର ସୂଚନା ଦେଇଛନ୍ତି ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories