www.samajalive.in
Sunday, December 14, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ, ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ..

ଆଜି ସୁଖ ଓ ସମୃଦ୍ଧିର ପର୍ବ ଧନତେରାସ : ଦର ଉଚ୍ଚା ଥିଲେ ବି ପରମ୍ପରା ବଜାୟ ରଖିବାକୁ ସୁନା କିଣୁଛନ୍ତି ଗ୍ରାହକ, ବିଭିନ୍ନ ଗହଣା ଦୋକାନରେ ମନଲୋଭା ଅଫର..

ଧନତେରସ୍‌ରେ ମହାସଂଯୋଗ; ଏହି ୫ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ବଦଳିଯିବ ଜୀବନ..

- Advertisement -

ଆଜିଠୁ ଆୟୁଷ୍ମାନ୍ ଭାରତ ପାର୍ଟ-୨ : ୭୦ ବର୍ଷରୁ ଅଧିକ ସବୁ ନାଗରିକଙ୍କ ପାଇଁ ମାଗଣା ଚିକିତ୍ସା ସ୍କିମ୍ ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ, ଆୟୁର୍ବେଦ ଦିବସ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଏକାଧିକ ସ୍ଵାସ୍ଥ୍ୟ ପ୍ରକଳ୍ପର ହେବ ଉଦଘାଟନ, ଓଡିଶାରେ ୩ଟି ପ୍ରକଳ୍ପର ଉଦଘାଟନ କରିବେ ମୋଦୀ..

ମହାବାତ୍ୟାକୁ ପୂରିଲା ୨୫ ବର୍ଷ : ଆଜି ବି ମନେ ପଡେ ସେଦିନର ସେହି କାଳ ରାତି, ୧୯୯୯ ମସିହା ଆଜିର ଦିନରେ ଓଡିଶା ଦେଖିଥିଲା ମହାବାତ୍ୟା, ଘଣ୍ଟା ପ୍ରତି ୨୬୦ କିମି ବେଗରେ ବହିଥିଲା ପବନ, ମାଡି ଆସିଥିଲା ସମୁଦ୍ର ଜୁଆର, ପ୍ରଭାବିତ ହୋଇଥିଲେ ଲକ୍ଷ ଲକ୍ଷ ଲୋକ, ପ୍ରାଣ ହରାଇଥିଲେ ୯ ହଜାରରୁ ଅଧିକ..

ସୁପରଷ୍ଟାର୍‌ ସଲମାନ୍‌ ଖାନ୍‌ଙ୍କୁ ପୁଣି ଥରେ ମିଳିଲା ହତ୍ୟା ଧମକ..

କଟକ ଖାନନଗର ଟ୍ରାଫିକ୍ ଛକରେ ମର୍ମନ୍ତୁଦ ଦୁର୍ଘଟଣା: ସ୍କୁଲ ବସକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୧୦ ଛାତ୍ରୀ ଆହତ..

ହାଇଦ୍ରାବାଦ: ଅଗ୍ନିକାଣ୍ଡରେ ପୋଡି ହୋଇ ଦମ୍ପତି ମୃତ, ଝିଅ ଗୁରୁତର, ଯାକାତପୁର ରେଳ ଷ୍ଟେସନ୍ ନିକଟ ପୂର୍ବ ଚନ୍ଦ୍ରନଗରରେ ଅଘଟଣ, ଏକ ଦୁଇମହଲା କୋଠାରେ ଅଗ୍ନିକାଣ୍ଡ ଘଟିବାରୁ ପୋଡି ହୋଇ ମୃତ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ..

ପୁଣି ବିବାଦରେ ଶିଳ୍ପା ସେଟ୍ଟୀ: ଲିଙ୍ଗରାଜ ମନ୍ଦିର ପରିସରରେ ଥାଇ କଲେ ଫଟୋ ଓ ଭିଡିଓ ସୁଟ୍..

ଭୁବନେଶ୍ଵର: ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କଳିଙ୍ଗ ଷ୍ଟାଡିମୟରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ , ରାଜସ୍ଵ ମନ୍ତ୍ରୀ ଏବଂ କ୍ରୀଡାମନ୍ତ୍ରୀ ପ୍ରମୁଖ ସାମିଲ, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ କାର୍ଯ୍ୟକ୍ରମ..

ମୋମୋ ଖାଇ ମହିଳା ମୃତ; ୨ଶିଶୁ ସମେତ ୫୦ ଚିିକିତ୍ସାଧୀନ, ୨ ଗିରଫ, ଭୟଭୀତ କରିବ ଘଟଣା..

କେରଳରେ ବଡ଼ ଧରଣର ଅଘଟଣ: ମନ୍ଦିରରେ ଆତସବାଜି ବେଳେ ଦୁର୍ଘଟଣା, ୧୫୦ରୁ ଅଧିକ ଗୁରୁତର..

୪୦ଟି ସ୍ଥାନରେ ନିଯୁକ୍ତି ମେଳା: ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧୦୦୦ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଶେଷ ହେଲା ବାତ୍ୟା ଦାନାର ପ୍ରଭାବ:ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, ବାତ୍ୟା “ଦାନା”ର ପ୍ରକୋପ ଯୋଗୁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ..

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories